Psalms 77:17 — Compare Translations

5 translations compared side by side

Odia - 1840
"ମେଘମାଳା ସମାନଙ୍କେର ଜଳବୃଷ୍ଟି କଲେ। ଆକାଶରେ ମେଘର ଘାରେ ଗର୍ଜ୍ଜନ ଲୋକମାନେ ଶୁଣିଲେ। ତା'ପରେ ତୁମ୍ଭର ବିଜୁଳିର ବାଣସବୁ ମେଘମାଳାରେ ଚମକିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମେଘମାଳ ଜଳବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ମେଘମାଳା ସେମାନଙ୍କର ଜଳବୃଷ୍ଟି କଲେ। ଆକାଶରେ ମେଘର ଘୋର ଗର୍ଜନ ଲୋକମାନେ ଶୁଣିଲେ। ତା’ପରେ ତୁମ୍ଭର ବିଜୁଳିର ବାଣସବୁ ମେଘମାଳାରେ ଚମକିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମେଘମାଳ ଜଳ ବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ମେଘମାଳ ଜଳବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା।