Psalms 77:18 — Compare Translations
5 translations compared side by side
Odia - 1840
"ଘୂର୍ଣ୍ଣିବାତ୍ଯାରେ ତୁମ୍ଭର ବଜ୍ରଧ୍ବନି ସ୍ବର ଶୁଣାଗଲା। ବିଜୁଳି ଜଗତକୁ ଆଲୋକମୟ କଲା। ପୃଥିବୀ କମ୍ପିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ଵନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଘୂର୍ଣ୍ଣିବାତ୍ୟାରେ ତୁମ୍ଭର ବଜ୍ରଧ୍ୱନି ସ୍ୱର ଶୁଣାଗଲା। ବିଜୁଳି ଜଗତକୁ ଆଲୋକମୟ କଲା। ପୃଥିବୀ କମ୍ପିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା।
Odia IRV 2017 (ଓଡିଆ ବାଇବେଲ)
ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା।