Psalms 77:19 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ସମୁଦ୍ରରେ ତୁମ୍ଭେ ପାଦରେ ଚାଲି ପାର କିନ୍ତୁ ତୁମ୍ଭର ପାଦ ଚିହ୍ନ ଦଖାଗେଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି ତୁମ୍ଭର ପଦଚିହ୍ନ ଜଣା ନୋହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ସମୁଦ୍ରରେ ତୁମ୍ଭେ ପାଦରେ ଗ୍ଭଲି ପାର କିନ୍ତୁ ତୁମ୍ଭର ପାଦ ଚିହ୍ନ ଦେଖାଗଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି, ତୁମ୍ଭର ପଦଚିହ୍ନ ଜଣା ନୋହିଲା।
Odia IRV 2017 (ଓଡିଆ ବାଇବେଲ)
ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି, ତୁମ୍ଭର ପଦଚିହ୍ନ ଜଣା ନୋହିଲା।