Psalms 77:2 — Compare Translations

5 translations compared side by side

Odia - 1840
"ବିପଦ ସମଯରେ ମୁଁ ମାରେ ପ୍ରଭୁଙ୍କୁ ସାହାୟ୍ଯ ପାଇଁ ଚାହିଁଅଛି। ରାତିସାରା ମୁଁ ପ୍ରାର୍ଥନା କରି ହାତ ବଢ଼ାଇଅଛି। କିନ୍ତୁ ମୁଁ ଆଶ୍ବାସନା ପାଇଲି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ଵେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ବିପଦ ସମୟରେ ମୁଁ ମୋର ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଗ୍ଭହିଁଅଛି। ରାତିସାରା ମୁଁ ପ୍ରାର୍ଥନା କରି ହାତ ବଢ଼ାଇଅଛି। କିନ୍ତୁ ମୁଁ ଆଶ୍ୱାସନା ପାଇଲି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା।