Psalms 77:20 — Compare Translations

5 translations compared side by side

Odia - 1840
"ତୁମ୍ଭେ ମାଶାେ ଓ ହାରୋଣକୁ ବ୍ଯବହାର କରି ଆପଣା ଲୋକମାନଙ୍କୁ ମଷେପଲ ପରି ଚଳାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ଵାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋଶା ଓ ହାରୋଣକୁ ବ୍ୟବହାର କରି ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।