Psalms 77:3 — Compare Translations
5 translations compared side by side
Odia - 1840
"ମୁଁ ପରମେଶ୍ବରଙ୍କୁ ସ୍ମରଣ କରି, ମୁଁ ତାଙ୍କୁ ମାରେ ଅନୁଭୂତି କହିବାକୁ ଚେଷ୍ଟା କରିଛି। କିନ୍ତୁ ମୁଁ ପାରୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପରମେଶ୍ଵରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି, ତାଙ୍କୁ ମୋର ଅନୁଭୂତି କହିବାକୁ ଚେଷ୍ଟା କରିଛି। କିନ୍ତୁ ମୁଁ ପାରୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। [ସେଲା]