Psalms 77:6 — Compare Translations
5 translations compared side by side
Odia - 1840
"ରାତିରେ ମୁଁ ନିଜ ଗୀତ ବିଷଯରେ ଭାବିଲି। ମୁଁ ନିଜକୁ ନିଜେ ବୁଝେ ଏବଂ ଭାବେ। ମାରେ ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯନିରେ ଅନୁସନ୍ଧାନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାତିରେ ମୁଁ ନିଜ ଗୀତ ବିଷୟରେ ଭାବିଲି। ମୁଁ ନିଜକୁ ନିଜେ ବୁଝେ ଏବଂ ଭାବେ। ମୋର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।