Psalms 77:7 — Compare Translations

5 translations compared side by side

Odia - 1840
"ମୁଁ ଆଶ୍ଚର୍ୟ୍ଯ ହଲିେ, ପ୍ରଭୁ ସଦାକାଳ ପାଇଁ ଆମ୍ଭକୁ ପରିତ୍ଯାଗ କରିଛନ୍ତି କି? ଆଉ ସେ କ'ଣ ସୁପ୍ରସନ୍ନ ହବେେ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ କʼଣ ସଦାକାଳ ପରିତ୍ୟାଗ କରିବେ? ସେ କʼଣ ଆଉ ସୁପ୍ରସନ୍ନ ହେବେ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆଶ୍ଚର୍ଯ୍ୟ ହେଲି, “ପ୍ରଭୁ ସଦାକାଳ ପାଇଁ ଆମ୍ଭକୁ ପରିତ୍ୟାଗ କରିଛନ୍ତି କି? ଆଉ ସେ କ’ଣ ସୁପ୍ରସନ୍ନ ହେବେ ନାହିଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପ୍ରଭୁ କʼଣ ସଦାକାଳ ପରିତ୍ୟାଗ କରିବେ? ସେ କʼଣ ଆଉ ସୁପ୍ରସନ୍ନ ହେବେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ କ’ଣ ସଦାକାଳ ପରିତ୍ୟାଗ କରିବେ? ସେ କ’ଣ ଆଉ ସୁପ୍ରସନ୍ନ ହେବେ ନାହିଁ?