Psalms 77:9 — Compare Translations

5 translations compared side by side

Odia - 1840
"ପରମେଶ୍ବର କ'ଣ କୃପା କରିବାକୁ ପାସୋରି ଅଛନ୍ତି? ତାଙ୍କର ଦୟା କ'ଣ କୋର୍ଧରେ ପରିଣତ ହାଇେଅଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର କʼଣ କୃପାମୟ ହେବାକୁ ପାସୋରି ଅଛନ୍ତି? ସେ କʼଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି? [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କ’ଣ କୃପା କରିବାକୁ ପାସୋରି ଅଛନ୍ତି? ତାଙ୍କର ଦୟା କ’ଣ କ୍ରୋଧରେ ପରିଣତ ହୋଇଅଛି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର କʼଣ କୃପାମୟ ହେବାକୁ ପାସୋରିଅଛନ୍ତି? ସେ କʼଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି?”
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର କ’ଣ କୃପାମୟ ହେବାକୁ ପାସୋରି ଅଛନ୍ତି? ସେ କ’ଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି? [ସେଲା]