Psalms 78:1 — Compare Translations
5 translations compared side by side
Odia - 1840
"ହେ ମାରେ ଲୋକମାନେ, ତୁମ୍ଭେ ମାରେ ଉପଦେଶକୁ ଶୁଣ। ମାହେର ବାକ୍ଯକୁ କର୍ଣ୍ଣପାତ କର, ୟାହା ମୁଁ କହୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆସଫର ମସ୍କୀଲ୍ । ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋʼ ମୁଖର ବାକ୍ୟରେ କର୍ଣ୍ଣପାତ କର ।
Odia Bible ERV 2004 (ପବିତ୍ର ବାଇବଲ)
ଅଫସର ମସ୍କୀଲ୍। ହେ ମୋହର ଲୋକମାନେ, ତୁମ୍ଭେ ମୋର ଉପଦେଶକୁ ଶୁଣ। ମୋହର ବାକ୍ୟକୁ କର୍ଣ୍ଣପାତ କର, ଯାହା ମୁଁ କହୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋʼ ମୁଖର ବାକ୍ୟରେ କର୍ଣ୍ଣପାତ କର।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋ’ ମୁଖର ବାକ୍ୟରେ କର୍ଣ୍ଣପାତ କର।