Psalms 78:10 — Compare Translations

5 translations compared side by side

Odia - 1840
"ସମାନେେ ପରମେଶ୍ବରଙ୍କ ସହିତ କରିଥିବା ଚୁକ୍ତି ପାଳନ କଲେ ନାହିଁ। ସମାନେେ ତାଙ୍କର ବ୍ଯବସ୍ଥା ମାନିବାକୁ ଅସ୍ବୀକାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପରମେଶ୍ଵରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚଳିବା ପାଇଁ ଅସ୍ଵୀକାର କଲେ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପରମେଶ୍ୱରଙ୍କ ସହିତ କରିଥିବା ଚୁକ୍ତି ପାଳନ କଲେ ନାହିଁ। ସେମାନେ ତାଙ୍କର ବ୍ୟବସ୍ଥା ମାନିବାକୁ ଅସ୍ୱୀକାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପରମେଶ୍ୱରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଅସ୍ୱୀକାର କଲେ;
Odia IRV 2017 (ଓଡିଆ ବାଇବେଲ)
ସେମାନେ ପରମେଶ୍ୱରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଅସ୍ୱୀକାର କଲେ;