Psalms 78:11 — Compare Translations

5 translations compared side by side

Odia - 1840
"ସମାନେେ ପରମେଶ୍ବର କରିଥିବା ମହତ କାର୍ୟ୍ଯ ଭୁଲିଗଲେ। ପରମେଶ୍ବର ସମାନଙ୍କେୁ ଦଖାଇେଥିବା ଆଶ୍ଚର୍ୟ୍ଯ କାର୍ୟ୍ଯମାନ ସମାନେେ ଭୁଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲି ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପରମେଶ୍ୱର କରିଥିବା ମହତ କାର୍ଯ୍ୟ ଭୁଲିଗଲେ। ପରମେଶ୍ୱର ସେମାନଙ୍କୁ ଦେଖାଇଥିବା ଆଶ୍ଚର୍ଯ୍ୟ କାର୍ଯ୍ୟମାନ ସେମାନେ ଭୁଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲି ଗଲେ।