Psalms 78:12 — Compare Translations
5 translations compared side by side
Odia - 1840
"ପରମେଶ୍ବର ତାଙ୍କର ମହାନଶକ୍ତି ସିୟୋନ୍ ଓ ମିଶରରେ ତାଙ୍କର ପୂର୍ବପୁରୁଷମାନଙ୍କୁ ଦଖାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କ ପିତୃଗଣ ସାକ୍ଷାତରେ ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟ କର୍ମ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କର ମହାନଶକ୍ତି ସିୟୋନ ଓ ମିଶରରେ ତାଙ୍କର ପୂର୍ବପୁରୁଷମାନଙ୍କୁ ଦେଖାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କ ପିତୃଗଣ ସାକ୍ଷାତରେ ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟକର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କ ପିତୃଗଣ ସାକ୍ଷାତରେ ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟ କର୍ମ କଲେ।