Psalms 78:13 — Compare Translations
5 translations compared side by side
Odia - 1840
"ପରମେଶ୍ବର ଲୋହିତ ସମୁଦ୍ରକୁ ବିଦୀର୍ଣ୍ଣ କରି ଲୋକମାନଙ୍କୁ ପାର କରାଇଥିଲେ ଏବଂ ସେ ଦୁଇପାଶର୍ବର ଜଳରାଶିକୁ କଠିନ କାନ୍ଥ ରୂପେ ବିଦ୍ଯମାନ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଲୋହିତ ସମୁଦ୍ରକୁ ବିଦୀର୍ଣ୍ଣ କରି ଲୋକମାନଙ୍କୁ ପାର କରାଇଥିଲେ ଏବଂ ସେ ଦୁଇପାର୍ଶ୍ୱର ଜଳରାଶିକୁ କଠିନ କାନ୍ଥ ରୂପେ ବିଦ୍ୟମାନ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।