Psalms 78:14 — Compare Translations

5 translations compared side by side

Odia - 1840
"ପ୍ରତିଦିନ ଏବଂ ରାତ୍ରିରେ ପରମେଶ୍ବର ମେଘଦ୍ବାରା ଓ ଅଗ୍ନିତଜେ ଦ୍ବାରା ସମାନଙ୍କେୁ ପଥ କଢ଼ାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦିବସରେ ସେ ମେଘ ଦ୍ଵାରା ଓ ରାତ୍ରିରେ ଅଗ୍ନିତେଜ ଦ୍ଵାରା ସେମାନଙ୍କୁ ପଥ କଢ଼ାଇ ନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତିଦିନ ଏବଂ ରାତ୍ରିରେ ପରମେଶ୍ୱର ମେଘଦ୍ୱାରା ଓ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦିବସରେ ସେ ମେଘ ଦ୍ୱାରା ଓ ରାତ୍ରିରେ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇ ନେଲେ।
Odia IRV 2017 (ଓଡିଆ ବାଇବେଲ)
ଦିବସରେ ସେ ମେଘ ଦ୍ୱାରା ଓ ରାତ୍ରିରେ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇ ନେଲେ।