Psalms 78:15 — Compare Translations

5 translations compared side by side

Odia - 1840
"ସେ ମରୁଭୂମିରେ ଶୈଳଗୁଡ଼ିକୁ ବିଦୀର୍ଣ୍ଣ କଲେ ଏବଂ ସେ ଅଗାଧ ସ୍ଥଳରୁ, ଲୋକମାନଙ୍କୁ ଅଧିକରୁ ଅଧିକ ଜଳ ପ୍ରଦାନ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, ପୁଣି ଯେପରି ଅଗାଧସ୍ଥଳରୁ, ସେପରି ସେମାନଙ୍କୁ ପ୍ରଚୁର ଜଳ ପାନ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମରୁଭୂମିରେ ଶୈଳଗୁଡ଼ିକୁ ବିଦୀର୍ଣ୍ଣ କଲେ ଏବଂ ସେ ଅଗାଧ ସ୍ଥଳରୁ, ଲୋକମାନଙ୍କୁ ଅଧିକରୁ ଅଧିକ ଜଳ ପ୍ରଦାନ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, ପୁଣି, ଯେପରି ଅଗାଧସ୍ଥଳରୁ, ସେପରି ସେମାନଙ୍କୁ ପ୍ରଚୁର ଜଳ ପାନ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, ପୁଣି, ଯେପରି ଅଗାଧସ୍ଥଳରୁ, ସେପରି ସେମାନଙ୍କୁ ପ୍ରଚୁର ଜଳ ପାନ କରାଇଲେ।