Psalms 78:16 — Compare Translations

5 translations compared side by side

Odia - 1840
"ପରମେଶ୍ବର, ଶୈଳରୁ ଝର ବାହାର କରାଇଲେ ଏବଂ ଏହାର ଜଳ ନଦୀପରି ବୋହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଶୈଳରୁ ସ୍ରୋତ ବାହାର କଲେ ଓ ନଦୀ ତୁଲ୍ୟ ଜଳ ବହାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଶୈଳରୁ ଝର ବାହାର କରାଇଲେ ଏବଂ ଏହାର ଜଳ ନଦୀପରି ବୋହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଶୈଳରୁ ସ୍ରୋତ ବାହାର କଲେ ଓ ନଦୀ ତୁଲ୍ୟ ଜଳ ବହାଇଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଶୈଳରୁ ସ୍ରୋତ ବାହାର କଲେ ଓ ନଦୀ ତୁଲ୍ୟ ଜଳ ବହାଇଲେ।