Psalms 78:17 — Compare Translations
5 translations compared side by side
Odia - 1840
"ତଥାପି ଲୋକମାନେ ପରମେଶ୍ବରଙ୍କ ବିରୁଦ୍ଧରେ ପାପ କରି ଚାଲିଲେ। ସମାନେେ ମରୁଭୂମିରେ ସର୍ବୋପରିସ୍ଥ ପରମେଶ୍ବରଙ୍କର ବିଦ୍ରୋହାଚରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ ଓ ମରୁଭୂମିରେ ସର୍ବୋପରିସ୍ଥଙ୍କ ପ୍ରତିକୂଳରେ ବିଦ୍ରୋହା-ଚରଣ କରିବାକୁ ନିରସ୍ତ ନୋହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରି ଗ୍ଭଲିଲେ। ସେମାନେ ମରୁଭୂମିରେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ବିଦ୍ରୋହାଚରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ ଓ ମରୁଭୂମିରେ ସର୍ବୋପରିସ୍ଥଙ୍କ ପ୍ରତିକୂଳରେ ବିଦ୍ରୋହାଚରଣ କରିବାକୁ ନିରସ୍ତ ନୋହିଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ ଓ ମରୁଭୂମିରେ ସର୍ବୋପରିସ୍ଥଙ୍କ ପ୍ରତିକୂଳରେ ବିଦ୍ରୋହାଚରଣ କରିବାକୁ ନିରସ୍ତ ନୋହିଲେ।