Psalms 78:18 — Compare Translations
5 translations compared side by side
Odia - 1840
"ଏହାପରେ ସହେି ଲୋକମାନେ ପରମେଶ୍ବରଙ୍କୁ ପରୀକ୍ଷା କରିବାକୁ ନିଷ୍ପତ୍ତି ନଲେେ। ସମାନେେ ପରମେଶ୍ବରଙ୍କୁ ଖାଦ୍ୟ ମାଗିଲେ। ୟାହା ସମାନେେ ଇଚ୍ଛା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ଵରଙ୍କର ପରୀକ୍ଷା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେହି ଲୋକମାନେ ପରମେଶ୍ୱରଙ୍କୁ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଲେ। ସେମାନେ ପରମେଶ୍ୱରଙ୍କୁ ଖାଦ୍ୟ ମାଗିଲେ, ଯାହା ସେମାନେ ଇଚ୍ଛା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ।