Psalms 78:19 — Compare Translations

5 translations compared side by side

Odia - 1840
"ସମାନେେ ପରମେଶ୍ବରଙ୍କୁ ଅଭିଯୋଗ କଲେ ଏବଂ କହିଲେ, କ'ଣ ପରମେଶ୍ବର ମରୁଭୂମିରେ ଆମ୍ଭମାନଙ୍କୁ ଖାଦ୍ୟ ଦଇେ ପାରିବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ସେମାନେ ପରମେଶ୍ଵରଙ୍କ ପ୍ରତିକୂଳରେ କଥା କହିଲେ; ସେମାନେ କହିଲେ, ପରମେଶ୍ଵର କି ପ୍ରାନ୍ତରରେ ମେଜ ସଜାଇ ପାରିବେ?
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପରମେଶ୍ୱରଙ୍କୁ ଅଭିଯୋଗ କଲେ ଏବଂ କହିଲେ, “କ’ଣ ପରମେଶ୍ୱର ମରୁଭୂମିରେ ଆମ୍ଭମାନଙ୍କୁ ଖାଦ୍ୟ ଦେଇ ପାରିବେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ସେମାନେ ପରମେଶ୍ୱରଙ୍କ ପ୍ରତିକୂଳରେ କଥା କହିଲେ; ସେମାନେ କହିଲେ, “ପରମେଶ୍ୱର କି ପ୍ରାନ୍ତରରେ ମେଜ ସଜାଇ ପାରିବେ?
Odia IRV 2017 (ଓଡିଆ ବାଇବେଲ)
ହଁ, ସେମାନେ ପରମେଶ୍ୱରଙ୍କ ପ୍ରତିକୂଳରେ କଥା କହିଲେ; ସେମାନେ କହିଲେ, “ପରମେଶ୍ୱର କି ପ୍ରାନ୍ତରରେ ମେଜ ସଜାଇ ପାରିବେ?