Psalms 78:2 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭମାନଙ୍କୁ ଗୋଟିଏ ଗପ କହିବି। ମୁଁ ତୁମ୍ଭମାନଙ୍କୁ ଅତୀତର ଗପ କହିବି, ୟାହାକି ବୁଝିବା ପାଇଁ କଷ୍ଟକର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ ଗୋଟିଏ ଗପ କହିବି। ମୁଁ ତୁମ୍ଭମାନଙ୍କୁ ଅତୀତର ଗପ କହିବି, ଯାହାକି ବୁଝିବା ପାଇଁ କଷ୍ଟକର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି;
Odia IRV 2017 (ଓଡିଆ ବାଇବେଲ)
ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି;