Psalms 78:20 — Compare Translations

5 translations compared side by side

Odia - 1840
"ଏହା ସତ୍ଯ ୟେ, ସେ ଶୈଳକୁ ଆଘାତ କରନ୍ତେ ଜଳ ନିର୍ଗତ ହେଲା, ସେ ମଧ୍ଯ କଗ୍ଦଣ ଆମ୍ଭକୁ ରୋଟୀ ଦଇେ ପାରିବେ? ସେ କଗ୍ଦଣ ତାଙ୍କର ଲୋକମାନଙ୍କ ପାଇଁ ମାଂସ ଦଇେ ପାରିବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା ଓ ସ୍ରୋତ ପ୍ରବାହିତ ହେଲା; ସେ କି ଅନ୍ନ ହିଁ ଦେଇ ପାରନ୍ତି? ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ?
Odia Bible ERV 2004 (ପବିତ୍ର ବାଇବଲ)
ଏହା ସତ୍ୟ ଯେ, ସେ ଶୈଳକୁ ଆଘାତ କରନ୍ତେ ଜଳ ନିର୍ଗତ ହେଲା, ସେ ମଧ୍ୟ କ’ଣ ଆମ୍ଭକୁ ରୋଟୀ ଦେଇ ପାରିବେ? ସେ କ’ଣ ତାଙ୍କର ଲୋକମାନଙ୍କ ପାଇଁ ମାଂସ ଦେଇ ପାରିବେ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା ଓ ସ୍ରୋତ ପ୍ରବାହିତ ହେଲା; ସେ କି ଅନ୍ନ ମଧ୍ୟଦେଇ ପାରନ୍ତି? ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ?”
Odia IRV 2017 (ଓଡିଆ ବାଇବେଲ)
ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା ଓ ସ୍ରୋତ ପ୍ରବାହିତ ହେଲା; ସେ କି ଅନ୍ନ ମଧ୍ୟ ଦେଇ ପାରନ୍ତି? ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ?”