Psalms 78:21 — Compare Translations

5 translations compared side by side

Odia - 1840
"ସହେି ଲୋକଙ୍କର କଥା ସଦାପ୍ରଭୁ ଶୁଣିଲେ, ପରମେଶ୍ବର ୟାକୁବ ଉପରେ ବହୁତ କୋର୍ଧ ହେଲେ ଓ ପରମେଶ୍ବର ଇଶ୍ରାୟେଲ ବିରୁଦ୍ଧରେ ବହୁତ କୋର୍ଧାନ୍ବିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ଶୁଣି କୋପାନ୍ଵିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ଵଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ହିଁ କ୍ରୋଧ ଉଠିଲା;
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକଙ୍କର କଥା ସଦାପ୍ରଭୁ ଶୁଣିଲେ, ପରମେଶ୍ୱର ଯାକୁବ ଉପରେ ବହୁତ କ୍ରୋଧ ହେଲେ ଓ ପରମେଶ୍ୱର ଇସ୍ରାଏଲ ବିରୁଦ୍ଧରେ ବହୁତ କ୍ରୋଧାନ୍ୱିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ୱଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ମଧ୍ୟ କ୍ରୋଧ ଉଠିଲା;
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ୱଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ମଧ୍ୟ କ୍ରୋଧ ଉଠିଲା;