Psalms 78:23 — Compare Translations
5 translations compared side by side
Odia - 1840
"କିନ୍ତୁ ଏହାପରେ ପରମେଶ୍ବର ଉପରିସ୍ଥ ମେଘମାଳାକୁ ଉନ୍ମୋଚନ କଲେ ଓ ଆକାଶର ଦ୍ବାର ଖାଲିେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ହେଁ ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ ଓ ଆକାଶର ଦ୍ଵାର ମୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏହା ପରେ ପରମେଶ୍ୱର ଉପରିସ୍ଥ ମେଘମାଳାକୁ ଉନ୍ମୋଚନ କଲେ ଓ ଆକାଶର ଦ୍ୱାର ଖୋଲିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ ଓ ଆକାଶର ଦ୍ୱାର ମୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ ଓ ଆକାଶର ଦ୍ୱାର ମୁକ୍ତ କଲେ।