Psalms 78:24 — Compare Translations

5 translations compared side by side

Odia - 1840
"ଭୋଜନର୍ଥେ ସମାନଙ୍କେ ଉପରେ ମାନ୍ନା ବର୍ଷା କରାଇଲେ ଏବଂ ସେ ସମାନଙ୍କେୁ ସ୍ବର୍ଗର ଶସ୍ଯ ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷାଇଲେ ଓ ସେମାନଙ୍କୁ ସ୍ଵର୍ଗର ଶସ୍ୟ ପ୍ରଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷା କରାଇଲେ ଏବଂ ସେ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷାଇଲେ ଓ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷାଇଲେ ଓ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ।