Psalms 78:25 — Compare Translations

5 translations compared side by side

Odia - 1840
"ଲୋକମାନେ ପରାକ୍ରମୀଗଣର ଆହାର ଭୋଜନ କଲେ। ପରମେଶ୍ବର, ସମାନେେ ଖାଇ ତୃପ୍ତି ହବୋ ପର୍ୟ୍ଯନ୍ତ ସହେି ସବୁ ପ୍ରକାର ଖାଦ୍ୟ ୟୋଗାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ପରାକ୍ରମୀଗଣର ଆହାର ଭୋଜନ କଲେ। ପରମେଶ୍ୱର ସେମାନେ ଖାଇ ତୃପ୍ତି ହେବା ପର୍ଯ୍ୟନ୍ତ ସେହିସବୁ ପ୍ରକାର ଖାଦ୍ୟ ଯୋଗାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ।