Psalms 78:27 — Compare Translations
5 translations compared side by side
Odia - 1840
"ପରମେଶ୍ବର ତାଙ୍କର ଲୋକମାନଙ୍କ ଉପରେ ସମାନଙ୍କେର ମାଂସ ପାଇଁ ପକ୍ଷୀଗଣ ବୃଷ୍ଟି କରାଇଲେ। ପକ୍ଷୀଗୁଡ଼ିକ ଧୂଳି ପରି ବହଳରେ ପଡ଼ିଲେ ଓ ସମୁଦ୍ରକୂଳର ବାଲୁକା ତୁଲ୍ଯ ବହୁତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେ ଧୂଳି ପରି ସେମାନଙ୍କ ଉପରେ ମାଂସ ବର୍ଷାଇଲେ, ପୁଣି ସମୁଦ୍ରର ବାଲି ପରି ପକ୍ଷୀମାନଙ୍କୁ ବର୍ଷାଇଲେ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କର ଲୋକମାନଙ୍କ ଉପରେ ସେମାନଙ୍କର ମାଂସ ପାଇଁ ପକ୍ଷୀଗଣ ବୃଷ୍ଟି କରାଇଲେ। ପକ୍ଷୀଗୁଡ଼ିକ ଧୂଳି ପରି ବହଳରେ ପଡ଼ିଲେ ଓ ସମୁଦ୍ରକୂଳର ବାଲୁକା ତୁଲ୍ୟ ବହୁତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେ ଧୂଳି ପରି ସେମାନଙ୍କ ଉପରେ ମାଂସ ବର୍ଷାଇଲେ, ପୁଣି, ସମୁଦ୍ରର ବାଲି ପରି ପକ୍ଷୀମାନଙ୍କୁ ବର୍ଷାଇଲେ;
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେ ଧୂଳି ପରି ସେମାନଙ୍କ ଉପରେ ମାଂସ ବର୍ଷାଇଲେ, ପୁଣି, ସମୁଦ୍ରର ବାଲି ପରି ପକ୍ଷୀମାନଙ୍କୁ ବର୍ଷାଇଲେ;