Psalms 78:29 — Compare Translations
5 translations compared side by side
Odia - 1840
"ସମାନେେ ତୃପ୍ତି ହବୋ ପର୍ୟ୍ଯନ୍ତ ଖାଇଲେ। ସମାନେେ ୟାହା ଚାହିଁଲେ, ପରମେଶ୍ବର ସମାନଙ୍କେୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତୃପ୍ତି ହେବା ପର୍ଯ୍ୟନ୍ତ ଖାଇଲେ। ସେମାନେ ଯାହା ଗ୍ଭହିଁଲେ, ପରମେଶ୍ୱର ସେମାନଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ।