Psalms 78:3 — Compare Translations
5 translations compared side by side
Odia - 1840
"ଆମ୍ଭେ ଏହି ଗପ ଶୁଣିଅଛୁ ଏବଂ ଆମ୍ଭେ ସମାନଙ୍କେ ବିଷଯରେ ଭଲଭାବରେ ଜାଣିଛୁ। ୟାହା ଆମ୍ଭମାନଙ୍କର ପିତା ଆମ୍ଭମାନଙ୍କୁ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଏହି ଗପ ଶୁଣିଅଛୁ ଏବଂ ଆମ୍ଭେ ସେମାନଙ୍କ ବିଷୟରେ ଭଲଭାବରେ ଜାଣିଛୁ। ଯାହା ଆମ୍ଭମାନଙ୍କର ପିତା ଆମ୍ଭମାନଙ୍କୁ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।