Psalms 78:31 — Compare Translations
5 translations compared side by side
Odia - 1840
"ପରମେଶ୍ବର ସମସ୍ତ ଲୋକମାନଙ୍କ ଉପରେ ପ୍ରବଳ କୋର୍ଧ ହେଲେ, ଏବଂ ସମାନଙ୍କେ ମଧ୍ଯରୁ ସବୁଠୁଁ ସ୍ବାସ୍ଥ୍ଯବାନ ଲୋକଙ୍କୁ ହତ୍ଯା କଲେ। ସେ ଇଶ୍ରାୟେଲର ଉତ୍ତମ ୟୁବକମାନଙ୍କୁ ତଳକୁ ଖସାଇ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା ଓ ସେମାନଙ୍କ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରୁ ବଧ କଲା, ପୁଣି ଇସ୍ରାଏଲର ଯୁବାଗଣକୁ ସଂହାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସମସ୍ତ ଲୋକମାନଙ୍କ ଉପରେ ପ୍ରବଳ କ୍ରୋଧ ହେଲେ, ଏବଂ ସେମାନଙ୍କ ମଧ୍ୟରୁ ସବୁଠୁ ସ୍ୱାସ୍ଥ୍ୟବାନ ଲୋକଙ୍କୁ ହତ୍ୟା କଲେ। ସେ ଇସ୍ରାଏଲର ଉତ୍ତମ ଯୁବକମାନଙ୍କୁ ତଳକୁ ଖସାଇ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା ଓ ସେମାନଙ୍କ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରୁ ବଧ କଲା, ପୁଣି, ଇସ୍ରାଏଲର ଯୁବାଗଣକୁ ସଂହାର କଲା।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା ଓ ସେମାନଙ୍କ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରୁ ବଧ କଲା, ପୁଣି, ଇସ୍ରାଏଲର ଯୁବାଗଣକୁ ସଂହାର କଲା।