Psalms 78:32 — Compare Translations
5 translations compared side by side
Odia - 1840
"କିନ୍ତୁ ଏହି ଲୋକମାନେ ପୁନରାଯ ପାପ କଲେ!ସମାନେେ ପରମେଶ୍ବରଙ୍କ ଆଶ୍ଚର୍ୟ୍ଯ କାର୍ୟ୍ଯରେ ବିଶ୍ବାସ କଲେ ନାହିଁ। ୟାହା ପରମେଶ୍ବର କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ଵାସ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏହି ଲୋକମାନେ ପୁନ୍ନରାୟ ପାପ କଲେ! ସେମାନେ ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟ କାର୍ଯ୍ୟରେ ବିଶ୍ୱାସ କଲେ ନାହିଁ, ଯାହା ପରମେଶ୍ୱର କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ୱାସ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ୱାସ କଲେ ନାହିଁ।