Psalms 78:33 — Compare Translations

5 translations compared side by side

Odia - 1840
"ପରମେଶ୍ବର ସମାନଙ୍କେର ଦିନଗୁଡ଼ିକୁ ନିଶ୍ବାସ ପରି ଶୀଘ୍ର ସମାପ୍ତ କଲେ। ସେ ସମାନଙ୍କେର ବର୍ଷଗୁଡ଼ିକୁ ହଠାତ୍ ଦୁର୍ବିପାକରେ ସମାପ୍ତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେ ଅସାରତାରେ ସେମାନଙ୍କ ଦିନ ଓ ବିହ୍ଵଳତାରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ,
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେମାନଙ୍କର ଦିନଗୁଡ଼ିକୁ ନିଶ୍ୱାସ ପରି ଶୀଘ୍ର ସମାପ୍ତ କଲେ। ସେ ସେମାନଙ୍କର ବର୍ଷଗୁଡ଼ିକୁ ହଠାତ୍ ଦୁର୍ବିପାକରେ ସମାପ୍ତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେ ଅସାରତାରେ ସେମାନଙ୍କ ଦିନ ଓ ଆତଙ୍କରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ,
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେ ଅସାରତାରେ ସେମାନଙ୍କ ଦିନ ଓ ଆତଙ୍କରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ,