Psalms 78:34 — Compare Translations
5 translations compared side by side
Odia - 1840
"ଯେତବେେଳେ ପରମେଶ୍ବର ସମାନଙ୍କେ ମଧ୍ଯରୁ କେତକଙ୍କେୁ ମାରିଲେ, ଅନ୍ୟମାନେ ପରମେଶ୍ବରଙ୍କ ନିକଟକୁ ଫରେିଆସିଲେ ଏବଂ ତାଙ୍କଠାରୁ ସାହାୟ୍ଯ ପାଇବା ପାଇଁ ଉତ୍କଣ୍ଠିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କୁ ବଧ କଲା ବେଳେ ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ଵରଙ୍କ ଅନ୍ଵେଷଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ପରମେଶ୍ୱର ସେମାନଙ୍କ ମଧ୍ୟରୁ କେତେକଙ୍କୁ ମାରିଲେ, ଅନ୍ୟମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ ଏବଂ ତାଙ୍କଠାରୁ ସାହାଯ୍ୟ ପାଇବା ପାଇଁ ଉତ୍କଣ୍ଠିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ୱରଙ୍କ ଅନ୍ୱେଷଣ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ୱରଙ୍କ ଅନ୍ୱେଷଣ କଲେ।