Psalms 78:35 — Compare Translations
5 translations compared side by side
Odia - 1840
"ସମାନେେ ମନେ କଲେ ୟେ, ପରମେଶ୍ବର ସମାନଙ୍କେର ଶୈଳ ଥିଲେ ଏବଂ ସହେି ସର୍ବୋପରିସ୍ଥ ପରମେଶ୍ବର ସମାନଙ୍କେୁ ରକ୍ଷା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଯେ ସେମାନଙ୍କର ଶୈଳ ଓ ସର୍ବୋପରିସ୍ଥ ପରମେଶ୍ଵର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମନେ କଲେ ଯେ, ପରମେଶ୍ୱର ସେମାନଙ୍କର ଶୈଳ ଥିଲେ ଏବଂ ସେହି ସର୍ବୋପରିସ୍ଥ ପରମେଶ୍ୱର ସେମାନଙ୍କୁ ରକ୍ଷା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଯେ ସେମାନଙ୍କର ଶୈଳ ଓ ସର୍ବୋପରିସ୍ଥ ପରମେଶ୍ୱର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଯେ ସେମାନଙ୍କର ଶୈଳ ଓ ସର୍ବୋପରିସ୍ଥ ପରମେଶ୍ୱର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ।