Psalms 78:36 — Compare Translations
5 translations compared side by side
Odia - 1840
"କିନ୍ତୁ ସମାନେେ ନିଷ୍କପଟ ନ ଥିଲେ ଏବଂ ସମାନେେ ତାଙ୍କୁ ମିଛ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ଵାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେମାନେ ନିଷ୍କପଟ ନ ଥିଲେ, ଏବଂ ସେମାନେ ତାଙ୍କୁ ମିଛ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ।