Psalms 78:37 — Compare Translations

5 translations compared side by side

Odia - 1840
"ସମାନଙ୍କେର ହୃଦଯ ପରମେଶ୍ବରଙ୍କ ପ୍ରତି ପ୍ରକୃତରେ ନ ଥିଲା। ସମାନେେ ତାଙ୍କ ନିଯମରେ ବିଶ୍ବସ୍ତ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ଵସ୍ତ ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ହୃଦୟ ପରମେଶ୍ୱରଙ୍କ ପ୍ରତି ପ୍ରକୃତରେ ନ ଥିଲା। ସେମାନେ ତାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ।