Psalms 78:38 — Compare Translations
5 translations compared side by side
Odia - 1840
"କିନ୍ତୁ ପରମେଶ୍ବର ସ୍ନହେଶୀଳ ଥିଲେ ଓ ସମାନଙ୍କେର ପାପଗୁଡ଼ିକ କ୍ଷମା କଲେ, ସମାନଙ୍କେୁ ଧ୍ବଂସ କଲେ ନାହିଁ। ପରମେଶ୍ବର ତାଙ୍କର କୋର୍ଧକୁ ଅନକେ ଥର ସ୍ଥଗିତ ରଖିଲେ। ସେ ନିଜକୁ ବହୁତ କୋର୍ଧ ହବୋରେ ନିଯନ୍ତ୍ରଣ କରି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ଵଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ଵରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ସ୍ନେହଶୀଳ ଥିଲେ ଓ ସେମାନଙ୍କର ପାପଗୁଡ଼ିକ କ୍ଷମା କଲେ, ସେମାନଙ୍କୁ ଧ୍ୱଂସ କଲେ ନାହିଁ। ପରମେଶ୍ୱର ତାଙ୍କର କ୍ରୋଧକୁ ଅନେକ ଥର ସ୍ଥଗିତ ରଖିଲେ। ସେ ନିଜକୁ ବହୁତ କ୍ରୋଧ ହେବାରେ ନିୟନ୍ତ୍ରଣ କରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ।