Psalms 78:39 — Compare Translations
5 translations compared side by side
Odia - 1840
"ଆଉ ପରମେଶ୍ବର ସ୍ମରଣ କଲେ ସମାନେେ ମନୁଷ୍ଯମାତ୍ର, ସମାନେେ ବାଯୁତୁଲ୍ଯ, ୟାହା ବହିୟାଏ ଏବଂ ଫରେିଆସେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ଯେ ମାଂସମାତ୍ର ଓ ବହିଯାଇ ଫେରି ନ ଆସିବା ବାୟୁ ସ୍ଵରୂପ, ଏହା ସେ ସ୍ମରଣ କଲେ⇧।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ପରମେଶ୍ୱର ସ୍ମରଣ କଲେ ସେମାନେ ମନୁଷ୍ୟମାତ୍ର, ସେମାନେ ବାୟୁତୁଲ୍ୟ, ଯାହା ବହିଯାଏ ଏବଂ ଫେରି ଆସେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ଯେ ମାଂସ ମାତ୍ର ଓ ବହିଯାଇ ଫେରି ନ ଆସିବା ବାୟୁ ସ୍ୱରୂପ, ଏହା ସେ ସ୍ମରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ଯେ ମାଂସମାତ୍ର ଓ ବହିଯାଇ ଫେରି ନ ଆସିବା ବାୟୁ ସ୍ୱରୂପ, ଏହା ସେ ସ୍ମରଣ କଲେ।