Psalms 78:4 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ସମାନଙ୍କେ ବଂଶଧରମାନଙ୍କୁ ଏହା ଲୁଚାଇବାକୁ ନାହିଁ। ସମାନେେ କାହିଁକି ସଦାପ୍ରଭୁଙ୍କୁ ପ୍ରଶଂସା କରିବା ଉଚିତ୍, ଏହା ଆମ୍ଭେ ଆମ୍ଭର ଆସୁଥିବା ପୀଢ଼ିକୁ କହିବୁ, ଆମ୍ଭେ ତାହାଙ୍କ ଶକ୍ତି ଏବଂ ଆଶ୍ଚର୍ୟ୍ଯତା ୟାହା ସେ କଲେ ସସବେୁ ବିଷଯରେ ସମାନଙ୍କେୁ କହିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣ-ଠାରୁ ଗୁପ୍ତ ରଖିବା ନାହିଁ, ଆସନ୍ତା ପୁରୁଷ ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ କର୍ମସକଳ ବର୍ଣ୍ଣନା କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ସେମାନଙ୍କ ବଂଶଧରମାନଙ୍କୁ ଏହା ଲୁଗ୍ଭଇବୁ ନାହିଁ। ସେମାନେ କାହିଁକି ସଦାପ୍ରଭୁଙ୍କୁ ପ୍ରଶଂସା କରିବା ଉଚିତ୍, ଏହା ଆମ୍ଭେ ଆମ୍ଭର ଆସୁଥିବା ପିଢ଼ିକୁ କହିବୁ, ଆମ୍ଭେ ତାହାଙ୍କ ଶକ୍ତି ଏବଂ ଆଶ୍ଚର୍ଯ୍ୟତା ଯାହା ସେ କଲେ ସେସବୁ ବିଷୟରେ ସେମାନଙ୍କୁ କହିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣଠାରୁ ଗୁପ୍ତ ରଖିବା ନାହିଁ, ଆସନ୍ତା ପିଢ଼ି ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ-କର୍ମସକଳ ବର୍ଣ୍ଣନା କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣଠାରୁ ଗୁପ୍ତ ରଖିବା ନାହିଁ, ଆସନ୍ତା ପିଢ଼ି ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ କର୍ମସକଳ ବର୍ଣ୍ଣନା କରିବା।