Psalms 78:40 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ମରୁଭୂମି ମଧ୍ୟରେ କେତେଥର ପରମେଶ୍ବରଙ୍କ ବିରୁଦ୍ଧରେ ବିଦ୍ରୋହ କଲେ। ସମାନେେ ତାଙ୍କୁ ଦୁଃଖିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ମରୁଭୂମି ମଧ୍ୟରେ କେତେଥର ପରମେଶ୍ୱରଙ୍କ ବିରୁଦ୍ଧରେ ବିଦ୍ରୋହ କଲେ। ସେମାନେ ତାଙ୍କୁ ଦୁଃଖିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ।