Psalms 78:41 — Compare Translations

5 translations compared side by side

Odia - 1840
"ସମାନେେ ବାରମ୍ବାର ପରମେଶ୍ବରଙ୍କୁ ପରୀକ୍ଷା କଲେ। ସମାନେେ ପ୍ରକୃତରେ ଇଶ୍ରାୟେଲର ପବିତ୍ର ସ୍ବରୂପଙ୍କୁ ବିରକ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ଵରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମ ସ୍ଵରୂପଙ୍କୁ ବିରକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ବାରମ୍ବାର ପରମେଶ୍ୱରଙ୍କୁ ପରୀକ୍ଷା କଲେ। ସେମାନେ ପ୍ରକୃତରେ ଇସ୍ରାଏଲର ପବିତ୍ର ସ୍ୱରୂପଙ୍କୁ ବିରକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ବିରକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ବିରକ୍ତ କଲେ।