Psalms 78:42 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ପରମେଶ୍ବରଙ୍କର ଶକ୍ତିକୁ ଭୁଲିଗଲେ। ସମାନେେ ଭୁଲିଗଲେ ୟେ, ପରମେଶ୍ବର ସମାନଙ୍କେୁ ସମାନଙ୍କେର ଶତ୍ରୁ କବଳରୁ କିପରି ରକ୍ଷା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କର ହସ୍ତ ଓ ଯେଉଁ ଦିନ ସେ ବିପକ୍ଷଠାରୁ ସେମାନଙ୍କୁ ମୁକ୍ତ କଲେ, ସେହି ଦିନ
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ପରମେଶ୍ୱରଙ୍କର ଶକ୍ତିକୁ ଭୁଲିଗଲେ। ସେମାନେ ଭୁଲିଗଲେ ଯେ, ପରମେଶ୍ୱର ସେମାନଙ୍କୁ ସେମାନଙ୍କର ଶତ୍ରୁ କବଳରୁ କିପରି ରକ୍ଷା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କର ହସ୍ତ ଓ ଯେଉଁ ଦିନ ସେ ବିପକ୍ଷଠାରୁ ସେମାନଙ୍କୁ ମୁକ୍ତ କଲେ, ସେହି ଦିନ
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କର ହସ୍ତ ଓ ଯେଉଁ ଦିନ ସେ ବିପକ୍ଷଠାରୁ ସେମାନଙ୍କୁ ମୁକ୍ତ କଲେ, ସେହି ଦିନ