Psalms 78:43 — Compare Translations
5 translations compared side by side
Odia - 1840
"ସମାନେେ ମିଶରର ଆଶ୍ଚର୍ୟ୍ଯ କର୍ମ ଏବଂ ସିୟୋନ୍ କ୍ଷେତ୍ରରେ ଆଶ୍ଚର୍ୟ୍ଯ କର୍ମମାନ ଭୁଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ ଓ ସୋୟନ-ପଦାରେ ଆପଣାର ଅଦ୍ଭୁତ ଲକ୍ଷଣ ସ୍ଥାପନ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମିଶରର ଆଶ୍ଚର୍ଯ୍ୟ କର୍ମ ଏବଂ ସିୟୋନ କ୍ଷେତ୍ରର ଆଶ୍ଚର୍ଯ୍ୟ କର୍ମମାନ ଭୁଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ ଓ ସୋୟନ-ପଦାରେ ଆପଣାର ଅଦ୍ଭୁତ ଲକ୍ଷଣ ସ୍ଥାପନ କଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ ଓ ସୋୟନ-ପଦାରେ ଆପଣାର ଅଦ୍ଭୁତ ଲକ୍ଷଣ ସ୍ଥାପନ କଲେ;