Psalms 78:44 — Compare Translations
5 translations compared side by side
Odia - 1840
"ପରମେଶ୍ବର ନଦୀର ଜଳକୁ ରକ୍ତ ସୋର୍ତରେ ପରିଣତ କଲେ। ମିଶରୀଯମାନେ ପିଇବା ପାଇଁ ପାଣି ପାଇଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ନଦୀର ଜଳକୁ ରକ୍ତ ସ୍ରୋତରେ ପରିଣତ କଲେ। ମିଶରୀୟମାନେ ପିଇବା ପାଇଁ ପାଣି ପାଇଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ।