Psalms 78:45 — Compare Translations

5 translations compared side by side

Odia - 1840
"ପରମେଶ୍ବର ସମାନଙ୍କେ ମଧ୍ଯରୁ ଦଂଶକ ଝିଙ୍କ ପଠାଇଲେ। ସସବେୁ ସମାନଙ୍କେୁ ଗ୍ରାସ କଲେ ଓ ସମାନଙ୍କେୁ ବିନାଶ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କ ମଧ୍ୟକୁ ଦଂଶକଝାଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେମାନଙ୍କ ମଧ୍ୟରୁ ଦଂଶକ ଝିଙ୍କ ପଠାଇଲେ। ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ସେମାନଙ୍କୁ ବିନାଶ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ।