Psalms 78:46 — Compare Translations

5 translations compared side by side

Odia - 1840
"ପରମେଶ୍ବର ସମାନଙ୍କେ ଫସଲକୁ କୀଟ ପଠାଇଲେ। ସମାନଙ୍କେର ପରିଶ୍ରମର ଫଳ ପଙ୍ଗପାଳମାନଙ୍କୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେମାନଙ୍କ ଫସଲକୁ କୀଟ ପଠାଇଲେ। ସେମାନଙ୍କର ପରିଶ୍ରମର ଫଳ ପଙ୍ଗପାଳମାନଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ।