Psalms 78:47 — Compare Translations

5 translations compared side by side

Odia - 1840
"ସେ ଶିଳାଦ୍ବାରା ସମାନଙ୍କେ ଦ୍ରାକ୍ଷାଲତା ଓ ହିମଦ୍ବାରା ସମାନଙ୍କେ ବୃକ୍ଷ ଧ୍ବଂସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଶିଳା ଦ୍ଵାରା ସେମାନଙ୍କ ଦ୍ରାକ୍ଷାଲତା ଓ ହିମ ଦ୍ଵାରା ସେମାନଙ୍କ ଡିମିରି ବୃକ୍ଷ ମାରି ପକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଶିଳାଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା ଓ ହିମଦ୍ୱାରା ସେମାନଙ୍କ ବୃକ୍ଷ ଧ୍ୱଂସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଶିଳା ଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା ଓ ହିମ ଦ୍ୱାରା ସେମାନଙ୍କ ଡିମ୍ବିରିବୃକ୍ଷ ନଷ୍ଟ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଶିଳା ଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା ଓ ହିମ ଦ୍ୱାରା ସେମାନଙ୍କ ଡିମ୍ବିରି ବୃକ୍ଷ ନଷ୍ଟ କଲେ।