Psalms 78:48 — Compare Translations

5 translations compared side by side

Odia - 1840
"ପରମେଶ୍ବର କୁଆପଥର ଦ୍ବାରା ସମାନଙ୍କେ ପଶୁଗଣଙ୍କୁ ଓ ସମାନଙ୍କେ ପଲଗଣଙ୍କୁ ପ୍ରଜ୍ଜ୍ବଳିତ ବଜ୍ରାଘାତରେ ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ ଓ ସେମାନଙ୍କ ପଲସବୁକୁ ପ୍ରଜ୍ଵଳିତ ବଜ୍ରାଘାତରେ ସମର୍ପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କୁଆପଥର ଦ୍ୱାରା ସେମାନଙ୍କ ପଶୁଗଣଙ୍କୁ ଓ ସେମାନଙ୍କ ପଲଗଣଙ୍କୁ ପ୍ରଜ୍ୱଳିତ ବଜ୍ରାଘାତରେ ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ ଓ ସେମାନଙ୍କ ପଲସବୁକୁ ପ୍ରଜ୍ୱଳିତ ବଜ୍ରାଘାତରେ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ ଓ ସେମାନଙ୍କ ପଲସବୁକୁ ପ୍ରଜ୍ୱଳିତ ବଜ୍ରାଘାତରେ ସମର୍ପଣ କଲେ।