Psalms 78:49 — Compare Translations

5 translations compared side by side

Odia - 1840
"ପରମେଶ୍ବର ଆପଣା କୋର୍ଧ ମିଶର ଉପରେ ଦଖାଇେଲେ। ସମାନଙ୍କେ ବିରୁଦ୍ଧରେ ଦୂତଦଳ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା କ୍ରୋଧର ପ୍ରଚଣ୍ତତା, କୋପ ଓ ରୋଷ ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆପଣା କ୍ରୋଧ ମିଶର ଉପରେ ଦେଖାଇଲେ। ସେମାନଙ୍କ ବିରୁଦ୍ଧରେ ଦୂତଦଳ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା କ୍ରୋଧର ପ୍ରଚଣ୍ଡତା, କୋପ ଓ ରୋଷ ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା କ୍ରୋଧର ପ୍ରଚଣ୍ଡତା, କୋପ ଓ ରୋଷ ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ।