Psalms 78:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ୟାକୁବ ସହିତ ଏକ ଚୁକ୍ତି କଲେ। ପରମେଶ୍ବର ଇଶ୍ରାୟେଲକୁ ବ୍ଯବସ୍ଥା ପ୍ରଦାନ କଲେ। ପରମେଶ୍ବର ଆମର ପୂର୍ବ ପୁରୁଷମାନଙ୍କୁ ଆଜ୍ଞା ଦେଲେ। ସମାନଙ୍କେର ଉତ୍ତରାଧିକାରୀମାନଙ୍କୁ ଏହି ଶିକ୍ଷା ଦବୋ ସମ୍ବନ୍ଧେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯାକୁବ ସହିତ ଏକ ଚୁକ୍ତି କଲେ। ପରମେଶ୍ୱର ଇସ୍ରାଏଲକୁ ବ୍ୟବସ୍ଥା ପ୍ରଦାନ କଲେ। ପରମେଶ୍ୱର ଆମର ପୂର୍ବପୁରୁଷମାନଙ୍କୁ ଆଜ୍ଞା ଦେଲେ, ସେମାନଙ୍କର ଉତ୍ତରାଧିକାରୀମାନଙ୍କୁ ଏହି ଶିକ୍ଷା ଦେବା ସମ୍ବନ୍ଧେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ;
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ;